କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର() ରାଜ୍ୟରେ ଆଜି ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨, ସୁନ୍ଦରଗଡ଼ରୁ ୨, ଭଦ୍ରକ ଓ ବରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nineteen − 9 =