Friday, October 30, 2026
Latestରାଜ୍ୟ

ଆଉ ୧୧ କରୋନା ସଂକ୍ରମିତଙ୍କ ଦେହାନ୍ତ

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୭୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଓଡିଶାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସଂପୃକ୍ତ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀର, କନ୍ଧମାଳ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

Share

Leave a Reply

Your email address will not be published. Required fields are marked *

ten − 7 =