ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେହିଭଳି କଟକରୁ ୧୩, ସମ୍ବଲପୁର ୮, ବରଗଡ ଜିଲାରେ ୭ ଜଣଙ୍କର ପ୍ରାଣହାନି ଘଟିଛି। ଏହି ସମୟ ମଧ୍ୟରେ ବଲାଙ୍ଗିରରୁ ୩, ନୂଆପଡାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଝାରସୁଗୁଡା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୬୫୦୧ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

13 + seventeen =