ଓଡିଶାରେ ଆଉ ୨୦ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନେରେ ୩୨୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

14 + five =