ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି

ଭୁବନେଶ୍ବର()ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ । ଆଜି ପୁଣି ଓଡିଶାରେ ଆଉ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ପ୍ରକାଶ ପାଇଛି । ତେବେ ୩ ଆକ୍ରାନ୍ତ ଭଦ୍ରକର ବୋଲି ଜଣାପଡିଛି ।ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି । ତେବେ ୩୦ ଜଣ ଆକ୍ରାନ୍ତ ବର୍ତ୍ତମାନ ସୁସ୍ଥ ହୋଇ ଥିବା ବେଳେ କୋରନା ସଂକ୍ରମଣରେ ବର୍ତ୍ତମାନ ସୁଦ୍ଧା ଜଣଙ୍କର ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

two × four =