ରାଜଧାନୀରୁ ଆଉ ୧୩୭ କରୋନା ପଜିଟିଭ

ଭୁବନେଶ୍ୱର() ଭୁବନେଶ୍ୱରରୁ ଆଜି ୧୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୭୫ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

one × 3 =