କେନ୍ଦ୍ରାପଡାର ଆଉ ଜଣେ ଯୁବକଙ୍କ ରିପୋର୍ଟ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। । କେନ୍ଦ୍ରାପଡାର ଜଣେ ଯୁବକଙ୍କ ରିପୋର୍ଟ କରୋନା ପଜିଟିଭ ଆସିଛି । ଏହି ୩୨ବର୍ଷର ଯୁବକ ଜଣଙ୍କ ମାର୍ଚ୍ଚ ୨୪ରେ ଦୁବାଇରୁ ଫେରିଥିଲେ ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତ ସଂଖ୍ୟା ୪୦ ରେ ପହଞ୍ଚିଛି ।

Share

Leave a Reply

Your email address will not be published. Required fields are marked *

three + eight =