ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪୪କୁ ବୃଦ୍ଧି ପାଇଛି । ଢ଼େଙ୍କାନାଳର ଜଣେ ୫୧ବର୍ଷିୟ ମହିଳା ଓ ଭୁବନେଶ୍ୱର ସ୍ଥିତ ମେଦିନପୁରର ୬୯ବର୍ଷିୟ ବୃଦ୍ଧଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ କଲ୍ୟାଣ ବିଭାଗ ।

Share

Leave a Reply

Your email address will not be published. Required fields are marked *

twenty − 14 =