ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ୱର() ଆଜି ନୂଆ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି ।

ତେବେ କରୋନାରେ ମୃତ୍ୟୁବରଣ କରିଥିବା ୨ ଜଣ ହେଉଛନ୍ତି ମହିଳା । ଜଣେ ୪୮ ବର୍ଷୀୟ ହୋଇଥିବା ବେଳେ ଅନ୍ୟ ଜଣେ ମାତ୍ର ୩୯ ବର୍ଷୀୟ ମହିଳା ବୋଲି ଜଣାପଡିଛି । ଯେ କି କିଡନୀ ରୋଗୀରେ ପୀଡିତ ଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

4 × 3 =