Friday, October 30, 2026
Latestରାଜ୍ୟ

ଆଉ ୨୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ଆଉ ୨୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୧୭ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୯୬, ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୁରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ ୭, ଯାଜପୁରରୁ ୬, ଅନୁଗୁଳରୁ ୫, କଟକରୁ ୫, ଢ଼େଙ୍କାନାଳରୁ ୪, ପୁରୀରୁ ୪, ଜଗତସିଂହପୁରରୁ ୩, କେନ୍ଦରାପଡ଼ାରୁ ୨, ସୋନପୁରରୁ ୨, ବଲାଙ୍ଗୀରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି

Share

Leave a Reply

Your email address will not be published. Required fields are marked *

3 × five =