ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୯ ବର୍ଷିୟ ଯୁବକ ଜଣଙ୍କ ବମିଖାଲ।ଅଞ୍ଚଳର ବୋଲି ସୂଚନା ମିଳିଛି ।ସେ ବମିଖାଲରୁ ପୂର୍ବରୁ ଚିହ୍ନଟ ୪ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୫୫କୁ ବୃଦ୍ଧି ପାଇଛି ।

Share

Leave a Reply

Your email address will not be published. Required fields are marked *

4 + 16 =