Friday, October 30, 2026
Latestରାଜ୍ୟ

ରାଜଧାନୀରୁ ଆଉ ୪୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର() ଭୁବନେଶ୍ୱରରୁ ଆଉ ୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୪ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସ୍ଥାନୀୟ ସଂକ୍ରମିତମାନେ ହେଲେ ବରମୁଣ୍ଡାର ୮ ବର୍ଷର ବାଳକ, ଗଙ୍ଗନଗରର ୩୩ ବର୍ଷୀୟ ବ୍ୟକ୍ତି, ଖାରବେଳ ନଗରର ୬୦ ବର୍ଷୀୟ ବୃଦ୍ଧ, ଏକ ସରକାରୀ ଅଫିସର ୩୮ ବର୍ଷୀୟ କର୍ମଚାରୀ, ୟୁନିନ-୩ର ୫୬ ବର୍ଷୀୟ ବ୍ୟକ୍ତି, ବିଜେବି ନଗରର ୪୦ ବର୍ଷୀୟ ବ୍ୟକ୍ତି । ସେହିପରି ନୟାପଲ୍ଲୀ ନୂଆସାହିର ୬୦ ବର୍ଷୀୟ ବୃଦ୍ଧ, ଟଙ୍କପାଣି ରୋଡର ୫୧ ବର୍ଷୀୟ ବ୍ୟକ୍ତି, ପୋଖରୀପୁଟର ୨୦ ବର୍ଷର ଯୁବକ, ଲକ୍ଷ୍ମୀସାଗରର ୨୪ ବର୍ଷୀୟ ଯୁବକ, ଖଣ୍ଡଗିରିର ୪୬ ବର୍ଷୀୟ ବ୍ୟକ୍ତି, ନୟାପଲ୍ଲୀ ମହିମା ଢାବା ନିକଟରେ ଜଣେ ୩୫ ବର୍ଷୀୟ ଯୁବକ, ଭରତପୁରର ୩୭ ବର୍ଷୀୟ ବ୍ୟକ୍ତି ଓ ଖଣ୍ଡଗିରି ପ୍ଲାଜାର ୬୯ ବର୍ଷୀୟ ବ୍ୟକ୍ତି ।

Share

Leave a Reply

Your email address will not be published. Required fields are marked *

7 − 7 =