କରୋନାରେ ଆଉ ୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ଆଜି ରାଜ୍ୟରେ ୧୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାୟଗଡାରୁ ୨, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରରେ ୫ ବର୍ଷର ବାଳକର କରୋନା ଜନିତ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

two × one =