ଓଡିଶାରେ ଆଉ ୨କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର () ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ । ସୁସ୍ଥ ହୋଇଥିବା ୨ ଜଣ ଭୁବନେଶ୍ୱରର ବୋଲି ଜଣାପଡିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏହି ସଂଖ୍ୟା ପରେ ରାଜ୍ୟରେ ମୋଟ୍ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ୨ ଆକ୍ରାନ୍ତଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

ten − five =