ଭୁବନେଶ୍ୱରରୁ ଆଉ ୧୨୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର() ଭୁବନେଶ୍ୱରୁ ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୫ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୭୩୫କୁ ବୃଦ୍ଧି ପାଇଛି । ୧୪୩୩ ଜଣ ସୁସ୍ଥ ହୋଇଥିବା ବେଳେ ୧୨୮୫ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

 

Share

Leave a Reply

Your email address will not be published. Required fields are marked *

18 + seven =