କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ବର()  ରାଜ୍ୟରେ ଗୋଟିଏ ଦିନରେ ୧୦ ଜୀବନ ନେଇଛି କରୋନା ଭାଇରସ୍ । ମୃତ୍ୟୁ ହୋଇଥିବା ୧୦ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼ ଓ ଗଜପତିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

five × five =