ରାଜଧାନୀରୁ ୧୦୯ ପଜିଟିଭ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୦୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୦ ଓ ସ୍ଥାନୀୟ ଅଞ୍ଚଳରୁ ୪୯ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୧୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୦୭ ଜଣ ସୁସ୍ଥ ହୋଇଛନ୍ତି ଓ ୨୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୩୯ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 2 =