କଟକ() କଟକ ସହରରୁ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏହାମଧ୍ୟରୁ ୫୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।
![](http://www.swadhikar.in/wp-content/uploads/2020/08/Screenshot_2020-08-18-16-59-47-486_com.twitter.android-268x300.jpg)
ସୂଚନାଯୋଗ୍ୟ, କଟକ ସହରରେ ଏବେସୁଦ୍ଧା ୨୫୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮୨ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୨୧ଟି ସକ୍ରିୟ କେସ୍ ରହିଛି ।