ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ

ଭୁବନେଶ୍ୱର:()ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଆକ୍ରାନ୍ତ ଜଣକ ଭଦ୍ରକର ବୋଲି ଜଣାପଡିଛି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଛି । ଗତକାଲି ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏହି ସଂଖ୍ୟା ୮୯ ରେ ପଂହଚିଥିଲା । ଆଜି ଆଉ ଜଣେ ଚିହ୍ନଟ ହେବା ଚିନ୍ତା ବଢ଼ାଇ ଦେଇଛି । କିନ୍ତୁ ଆକ୍ରାନ୍ତ ବାବଦରେ ବିଶେଷ ସୂଚନା ମିଳିପାରିନାହିଁ ।

Share

Leave a Reply

Your email address will not be published. Required fields are marked *

17 − 6 =