ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୪୨କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୧୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ୧୪୨ଜଣ ଆକ୍ରାନ୍ତ ଜିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଦ୍ୟରୁ ୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୨କୁ ବୃଦ୍ଧି ପାଇଛି ।

Share

Leave a Reply

Your email address will not be published. Required fields are marked *

4 × 1 =