ଓଡିଶାରେ ଆଉ ୨୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()ରାଜ୍ୟରେ ଆଜି ଆଉ ୨୦ ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏହା ସହ ଆକ୍ରାନ୍ତଙ୍କ ସଂଖ୍ୟା ୨0୫ରେ ପଂହଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଂଜାମର ହୋଇଥିବା ବେଳେ ୩ ଜଣ ମୟୁରଭଂଜର । ଏହା ସହ ମୟୁରଭଂଜରେ ପ୍ରଥମଥର କରି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

17 − nine =