ଗଞ୍ଜାମରୁ ଆଉ ୧୨ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ସୁନ୍ଦରଗଡ଼ ଆଉ ଜଣେ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

fourteen − 8 =