ରାଜନଗରରେ ଜନସାଧାରଣଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଭୁବନେଶ୍ବର() ତୀବ୍ର ଗତିରେ ମାଡ଼ି ଆସୁଛି ମହାବାତ୍ୟା ଅମ୍ଫନ । ପାରାଦୀପଠାରୁ ୪୮୦କିଲୋମିଟର ଦୂରରେ ରହିଛି ମହାବାତ୍ୟା । ଗତ ୬ଘଣ୍ଟା ଧରି ୧୫ କିଲୋମିଟର ବେଗରେ ଗତି କରୁଛି ଅମ୍ଫନ । ଏବେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି ମହାବାତ୍ୟା ।

ସମ୍ଭାବ୍ୟ ସାମୁଦ୍ରିକ ମହାବାତ୍ୟା ଅମ୍ଫାନ ପରିପ୍ରେକ୍ଷୀରେ ରାଜନଗର ବିଧାୟକ ଧୂର୍ବ ସାହୁଙ୍କ ନେତୃତ୍ବରେ ପ୍ରଶାସନିକ ଅଧିକାରୀ ମାନେ ରାଜନଗର ବ୍ଲକ୍ ଅନ୍ତର୍ଗତ ପେଣ୍ଠ ଗ୍ରାମର ଚାଳଛପର ଘରେ ବସବାସ କରୁଥିବା ଜନସାଧାରଣଙ୍କୁ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

17 + twelve =