ବଢିଲା ହୋମଗାର୍ଡ଼ଙ୍କ ଦୈନିକ ପ୍ରାପ୍ୟ

ଭୁବନେଶ୍ୱର() ରାଜ୍ୟରେ କାର୍ଯ୍ୟରତ ଥିବା ସମସ୍ତ ହୋମଗାର୍ଡ଼ମାନଙ୍କ ଦୈନିକ ପ୍ରାପ୍ୟ ବୃଦ୍ଧି କରାଯାଇଛି । ଏଣିକି ଦୈନିକ ୫୩୩ଟଙ୍କା ପ୍ରାପ୍ୟ ପାଇବେ ହୋମଗାର୍ଡ଼ । ୨୦୨୦ ଜାନୁଆରିରୁ ପିଛିଲା ଭାବେ ଏହା ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୩ମାସ ମଧ୍ୟରେ ସମସ୍ତ ବକେୟା ବର୍ଦ୍ଧିତ ପ୍ରାପ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଯାହା ଫଳରେ ଉପକୃତ ହେବେ ରାଜ୍ୟର ୧୭ହଜାର ହୋମଗାର୍ଡ଼ ।

Share

Leave a Reply

Your email address will not be published. Required fields are marked *

4 × 5 =