ଅନୁଗୁଳରେ ଭୂମିକମ୍ପ

ଅନୁଗୁଳ()  ଅନୁଗୁଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଦୁଇ ସେକେଣ୍ଡ ପାଇଁ ଅମୁଭୂତ ହୋଇଥିବା ସୂଚନା ମିଳିଛି । ଭୂମିକମ୍ପ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଲୋକମାନେ ନିଜ ନିଜ ଘରୁ ବାହାରକୁ ବାହାରିଆସିଥିଲେ । ଭୂମିକମ୍ପର ତୀବବ୍ରତା ସଂପର୍କରେ ସଠିକ୍ ଜଣାପଡିନଥିଲେ ନଥିଲେ ଏହା ଦୁଇ ସେକେଣ୍ଡ ପାଇଁ ଅନୁଭୂତ ହୋଇଥିବା କୁହାଯାଉଛି । ଭୂମିକମ୍ପ ଫଳରେ କୌଣସି ଅଘଟଣ ଘଟିନଥିବା ସୂଚନା ମିଳିଛି ।

ଅନୁଗୁଳ ଜିଲ୍ଲାରେ ବ୍ୟାପକ କୋଇଲା ଖଣି ରହିଥିବାରୁ ଏଠାରେ ସାମାନ୍ୟ ଭୂମିକମ୍ପ ମଧ୍ୟ ବଡ ଧରଣର ଅଘଟଣ ଘଟାଇବା ଆଶଙ୍କା ରହିଛି ।

Share

Leave a Reply

Your email address will not be published. Required fields are marked *

three × four =