Friday, October 30, 2026
Latestରାଜ୍ୟ

କଳାହାଣ୍ଡିରେ ମୃଦୁ ଭୂକମ୍ପ

କଳାହାଣ୍ଡିରେ ମୃଦୁ ଭୂକମ୍ପ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୩.୫। ଦିନ ୧୧ଟା ୨୯ରେ ଭୂକମ୍ପ ଅନୁଭୂତ ହୋଇଥିଲା। ଫଳରେ ଲୋକମାନେ ଭୟଭୀତ ହୋଇପଡିଥିଲେ।

ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଭୂକମ୍ପରେ କାହାର କୌଣସି କ୍ଷତି ହୋଇନାହିଁ।

Share

Leave a Reply

Your email address will not be published. Required fields are marked *

four × one =