୩ରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ

ଭୁବନେଶ୍ୱର() ରାଜ୍ୟର ୨ଟି ବିଧାନସଭା ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ ପାଇଁ ତାରିଖ ଘୋଷଣା କରାଯାଇଛି । ନଭେମ୍ବର ୩ରେ ଉଭୟ ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ କରାଯିବ । ଅକ୍ଟୋବର ୧୬ ନାମାଙ୍କନ ଦାଖଲର ଶେଷ ଦିନ । ସେହିପରି ଅକ୍ଟୋବର ୧୭ରେ ଯାଞ୍ଚ, ୧୯ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହର ତାରିଖ ରହିଛି । ଏହା ସହ ନଭେମ୍ବର ୧୦ରେ ଭୋଟଗଣତି ହେବ । ଉପନିର୍ବାଚନ ନେଇ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ତାରିଖ ଘୋଷଣା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

14 − ten =