ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟରେ ସର୍ବଦଳୀୟ ବୈଠକ

ଅପ୍ରେଲ୍ ୧୧ ତାରିଖରେ ପ୍ରଥମ ପର୍ୟ୍ୟାୟରେ ୪ଟି ଲୋକସଭା ଆସନ ପାଇଁ ଭୋଟ୍ ନିଆଯିବ । ମେ ମାସ ୧୯ ପର୍ୟ୍ୟନ୍ତ ୭ଟି ପର୍ୟ୍ୟାୟରେ ଭୋଟ ଗ୍ରହଣ ହେବ । ଏବଂ ମେ ମାସ ୨୩ ତାରିଖରେ ଭୋଟ ଗଣତି ହେବ । ତେବେ ଏହି ନିର୍ବାଚନକୁ ଅପରାଧୀ ମୁକ୍ତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବସିଛି ସର୍ବଦଳୀୟ ବୈଠକ । ବୈଠକରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ସାମିଲ ହୋଇଛନ୍ତି । ରାଜନୈତିକ ଦଳକୁ ନୂଆ ନିୟମ ବିଷୟରେ ଅବଗତ କରାଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର । ଏଥିହିତ ନିର୍ବାଚନରେ କଣ କରିବେ ଏବଂ କଣ ନକରିବେ ଏନେଇ ମଧ୍ୟ ବୁଝାଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଏଥିପାଇଁ ମାର୍ଚ୍ଚ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ୨୫ ମାର୍ଚ୍ଚରେ ରହିଛି ନାମାନଙ୍କନ ଦାଖଲର ଶେଷ ଦିନ। ନିର୍ବାଚନ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି । ବୈଠକରେ ନିର୍ବାଚନ ଆଚରଣବିଧି ନେଇ ଅବଗତ କରାଯାଉଛି

Share

Leave a Reply

Your email address will not be published. Required fields are marked *

two + 3 =