କୋକୋସରାର ପୂର୍ବତନ ବିଧାୟିକା ଙ୍କ ଦେହାନ୍ତ

ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାଆ ତଥା କୋକସରାର ପୂର୍ବତନ ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ । ଆଜି ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି । ସେ ଦୁଇ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ।
୧୯୯୫ ଓ ୨୦୦୦ ମସିହାରେ ରୋଶନୀ ସିଂଦେଓ ବିଧାୟିକା ହୋଇଥିଲେ । ବିଧାନସଭା ପରିସରରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ସେହିପରି ବିଜେଡି ଯୁବ ପାର୍ଟି ଅଫିସରେ ମରଶରୀରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

two × 1 =