ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା

ଭୁବନେଶ୍ୱର() ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କରିଛି ଇଣ୍ଡିଆନ୍ ଅଏଲ୍ । ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ । ଗୁରୁତର ଆହତଙ୍କୁ ୪ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ମିଳିବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଦେଶରେ ଆଇଓସିଏଲ ପକ୍ଷରୁ ଘୋଷଣା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

three × 5 =