କେମିତି ‘ଆଶିର୍ବାଦ’ ଯୋଜନାରେ ଅନ୍ତର୍ଭୁକ୍ତ ହେବେ

ଭୁବନେଶ୍ୱର: ‘ଆଶୀର୍ବାଦ’ ଯୋଜନାର ହିତାଧିକାରୀଙ୍କୁ ଚୟନ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ଗୁରୁଦାୟିତ୍ୱ ।District child protection unit , childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେö ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUଙ୍କୁ ଆବେଦନ କରିପାରିବେ ।ଅସମୟରେ ବାପା ମାଆଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନପଡ଼ନ୍ତି ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Share

Leave a Reply

Your email address will not be published. Required fields are marked *

4 × two =