ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ହେଲେ ଇନ୍ଦ୍ରମଣି ତ୍ରିପାଠୀ

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଇନ୍ଦ୍ରମଣି ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ବିଭାଗର କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଦାୟିତ୍ୱ ଗ୍ରହଣ ପରେ ବିଭାଗୀୟ ଅଧିକାରୀଙ୍କ ସହ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଆଲୋଚନା କରିଛନ୍ତି । ପୂର୍ବରୁ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ପଦରୁ କୃପାସିନ୍ଧୁ ମିଶ୍ର ଚାକିରିରୁ ଅବସର ନେଇଥିଲେ ।

Share

Leave a Reply

Your email address will not be published. Required fields are marked *

3 × five =