କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର()   ୧୧ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କଟକ । ଏସବୁ ସ୍ଥାନରେ ଘଡ଼ଘଡ଼ି ସହ ହାଲ୍କା ବର୍ଷା ମଧ୍ୟ ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।

Share

Leave a Reply

Your email address will not be published. Required fields are marked *

5 × 3 =