ଘର ଭିତରୁ ମା’ ଓ ୨ ଝିଅଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା: ଅଭାବନୀୟ ଘଟଣା । ଘର ଭିତରୁ ମା ଓ ୨ ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି । ୨୮ ବର୍ଷୀୟା ମହିଳାଙ୍କ ସମେତ ୫ ଓ ୩ ବର୍ଷର ଦୁଇ ଝିଅଙ୍କ ମୃତଦେହ ଠାବ କରାଯାଇଛି । ଝାରସୁଗୁଡ଼ା ବ୍ରଜରାଜନଗର ଗଙ୍ଗାନଗର ଫାଟକପଡ଼ା ଘରୁ ମିଳିଛି ମୃତଦେହ । ଘରୁ ମୃତଦେହ ଉଦ୍ଧାର କରି ଘଟଣାର ଛାନଭିନ୍ ଜାରି ରଖିଛି ବ୍ରଜରାଜନଗର ଥାନା ପୋଲିସ । ଅନ୍ୟପଟେ ମୃତ ମହିଳାଙ୍କ ସ୍ୱାମୀ ଏବେ ଫେରାର ଥିବା ଜଣାପଡିଛି ।

Share

Leave a Reply

Your email address will not be published. Required fields are marked *

2 × 4 =