ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଆଜି ଜୟନ୍ତୀ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶର ଅଖଣ୍ଡତା ଓ ଲୋକଙ୍କ କଲ୍ୟାଣ ସହ ଓଡିଆ ଭାଷା, ସାହିତ୍ୟକୁ ଆହୁରି ବ୍ୟାପତ କରିବା କ୍ଷେତ୍ରରେ ନବକୃଷ୍ଣ ଚୌଧୁରୀଙ୍କ ଅବଦାନ ଚିର ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

one × 5 =