ମାଗଣ ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ତେବେ ଆହତଙ୍କ ମାଗଣ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

19 − 11 =