ସାମ୍ବାଦିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର() ସାମ୍ବାଦିକଙ୍କ ପାଇଁ ଆଜି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷଟଙ୍କାର ସହାୟତା ମିଳିବ । ଏହା ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପା ରାଶି ଭାବେ ମିଳିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ନବୀନ କହିଛନ୍ତି ଯେ କଠିନ ସମୟରେ ସାମ୍ବାଦିକମାନେ ନିଷ୍ଠାର ସହ ଦାୟିତ୍ୱ ତୁଲାଉଛନ୍ତି ।

Share

Leave a Reply

Your email address will not be published. Required fields are marked *

two + 16 =