ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଆଜି ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଅନୁରୋଧ କରିଛନ୍ତି । ସେହିପରି ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଲାଗୁ ପାଇଁ ମଧ୍ୟ ଅନୁରୋଧ କରିଛନ୍ତି । ଆୟୁଷ୍ମାନ ଭାରତରେ ରାଜ୍ୟରେ ୬୦ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନରେ ରାଜ୍ୟର ଲୋକେ ଲାଭ ପାଇବେ । ଦୁର୍ଗମ ଅଞ୍ଚଳର ଲୋକଙ୍କୁ ସ୍ୱାସ୍ଥ୍ୟ ସୁବିଧା ଯୋଗାଇବ ଏହି ଯୋଜନା ବୋଲି ସେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen + sixteen =