ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ନବୀନଙ୍କ ଅଭିନନ୍ଦନ

ଭୁବନେଶ୍ୱର: ଓଡିଶାର ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ପାରା ବ୍ୟାଡମିଂଟନ ତାରକା ତଥା ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ବିଜେତା ପ୍ରମୋଦ ଭଗତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭବିଷ୍ୟତରେ ପ୍ରମୋଦ ଆହୁରି ଅନେକ ସଫଳତା ହାସଲ କରି ଓଡିଶା ଓ ସାରାଦେଶକୁ ଗର୍ବିତ କରନ୍ତୁ ବୋଲି କହି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

two × 2 =