ଗହ୍ମା ପୂର୍ଣ୍ଣିମା ଓ ରକ୍ଷା ବନ୍ଧନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ରକ୍ଷା ବନ୍ଧନ ବା ଗହ୍ମା ପୂର୍ଣ୍ଣିମା । ଭାଇ ଭଉଣୀଙ୍କ ଲାଗି ଆଜି ପବିତ୍ର ଦିନ ଟିଏ । ଆଜି ମଧ୍ୟ ବଳରାମଙ୍କ ଜନ୍ମଦିନ । ତେବେ ଏହି ଶୁଭ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଆଶୀର୍ବାଦରୁ ଭରସା ଓ ସୁରକ୍ଷାର ଏହି ପବିତ୍ର ବନ୍ଧନ ଆହୁରି ନିବିଡ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

nine + twelve =