ନୂଆଖାଇ ପାଇଁ ଲଗ୍ନ ସ୍ଥିର

ସମ୍ବଲପୁର() ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି । ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମହାସଭା ବୈଠକରେ ଏହି ଲଗ୍ନ ସ୍ଥିର କରାଯାଇଛି । ଅଗଷ୍ଟ ୨୩ ତାରିଖ ଦିନ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ମାଆଙ୍କ ପାଖରେ ନବାନ୍ନ ଲାଗି ହେବ । ମାଆଙ୍କ ପାଖରେ ନବାନ୍ନ ଲାଗି ପରେ ପଶ୍ଚିମ ଓଡ଼ିଶାରେ ନୂଆଖାଇ ହେବ ବୋଲି ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

eleven − five =