୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ

ଭୁବନେଶ୍ୱର() ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା କୋଟିପତି ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ୩ ଦିନିଆ ରିମାଣ୍ଡରେ ଯିବେ । ରିମାଣ୍ଡ ନେଇ ଅନୁମତି ଦେଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ତେବେ ଅଭୟଙ୍କୁ ରିମାଣ୍ଡରେ ନେବାକୁ ଏସଆଇଟି ଅନୁମତି ମଗାଯାଇଥିଲା । ଅଭୟଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।

Share

Leave a Reply

Your email address will not be published. Required fields are marked *

20 − 4 =