ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି

ଭୁବନେଶ୍ୱର() ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୫୪ ପଇସା ଓ ଡିଜେଲ ଲିଟର ପିଛା ୫୮ ପଇସା ବୃଦ୍ଧି ପାଇଛି । କରୋନା ଲକଡାଉନ ପାଇଁ ଲୋକେ ଆର୍ଥିକ ଦୁଃସ୍ଥିତି ମଧ୍ୟରେ ଗତି କରୁଥିବାବେଳେ ପେଟ୍ରୋଲ ଓ ଡିଜେର ଦର ବୃଦ୍ଧି ଲାଗାତାରଭାବେ ବୃଦ୍ଧି ପାଇବାରେ ଲାଗିଛି ।

Share

Leave a Reply

Your email address will not be published. Required fields are marked *

16 + 18 =