ସୁକିନ୍ଦା ବିଧାୟକଙ୍କୁ କରୋନା

ଯାଜପୁର()  ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଯାଜପୁର ଜିଲ୍ଲା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରୀତିରଞ୍ଜନ ଘଡାଇ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।

ସେ ଟ୍ୱିଟରେ ଲେଖିଛନ୍ତି ଯେ, ‘କରୋନାର କୌଣସି ଲକ୍ଷଣ ନଥିଲେ ବି ଯେହେତୁ ସ୍ୱାବ ଟେଷ୍ଟ ପଜିଟିଭି ଆସିଛି । ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ୨ ଦୁଇ ସପ୍ତାହ ପାଇଁ ସଙ୍ଗରୋଧରେ ରହୁଛିି ।

Share

Leave a Reply

Your email address will not be published. Required fields are marked *

ten − seven =