ଆଜି ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ

ପୁରୀ() ଆଜି କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ ତଥା ବାମନ ବେଶ ଅନୁଷ୍ଠିତ ହେବ। ଅବକାଶ ପରେ ବେଶ ଆରମ୍ଭ ହେବ । ଠାକୁରେ ବାଙ୍କଚୂଡ଼ ବେଶରେ ବାମନ ସଦୃଶ୍ୟ ପ୍ରତୀୟମାନ ହେବେ। ସନ୍ଧ୍ୟାରେ ଗରୁଡ଼ ଉତ୍ଥାପନ ନୀତି ପାଳିତ ହେବ । ଗରୁଡ଼ ବିଗ୍ରହଙ୍କୁ ପଞ୍ଚାମୃତ ସ୍ନାନ ସରି ନୂତନ ବସ୍ତ୍ରରେ ଭୂଷିତ କରାଯିବ। ପୁଷ୍ପାଳକ ସେବ୍ୱାନେ ଗୋଷ୍ଠୀ ଗତଭାବେ ଠାକୁରଙ୍କ ବେଶ କରିବେ

Share

Leave a Reply

Your email address will not be published. Required fields are marked *

one × one =