୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ୭ ଜିଲ୍ଲାକୁ ସତର୍କ ସୂଚନା । ଏହି ଜିଲ୍ଲା ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି । ଏହି ଜିଲ୍ଲା ଗୁଡିକ ହେଲା ନୟାଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ସୋନପୁର ଏବଂ ବୌଦ୍ଧ । ଏହି ସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଂଟା ପ୍ରତି ୩୦ରୁ ୧୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସୂଚନା ରହିଛି । ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

Share

Leave a Reply

Your email address will not be published. Required fields are marked *

4 × one =