ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର() ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ୬ ଜିଲ୍ଲାକୁ ସତର୍କ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକ ହେଲା ଯାଜପୁର, କେନ୍ଦୁଝର,ଜଗତସିଂହପୁର,କେନ୍ଦ୍ରପଡା,ଭଦ୍ରକ,ବାଲେଶ୍ୱର ।ଏହିସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହାସହ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

4 × three =