୮ ଜିଲ୍ଲା ସତର୍କ ରୁହ

ଭୁବନେଶ୍ବର() ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 ଏନେଇ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, କଳାହାଣ୍ଡି , କନ୍ଧମାଳ, ନବରଙ୍ଗପୁର ଓ ସୁନ୍ଦରଗଡ଼ । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

fourteen − nine =