Friday, October 30, 2026
Latestରାଜ୍ୟ

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର()  ପଞ୍ଜାବ ପଟୁ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ଯର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୂଚନା ଥାଉକି,  ବର୍ତ୍ତମାନ ସବୁ ଆଡେ ଜାରି ରହିଛି ମୌସୁମୀ ବର୍ଷା । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପୁରୀରେ ଆଜି ବର୍ଷା ହେବାର ନାହିଁ, ତଥାପି ପାଗ ମେଘୁଆ ରହିବ। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟର ସବୁ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇଛି । ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହ ଘଡଘଡି ହୋଇଛି । ବାରିପଦାରେ ସର୍ବାଧିକ ୪୦.୦ ମିମି ବର୍ଷା ରେକର୍ଡ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

thirteen − five =