୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର() ରାଜ୍ୟର ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡିଶାର ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଜାରି କରିଛି । ଏହି୭ ଜିଲ୍ଲା ହେଲା କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି ।

Share

Leave a Reply

Your email address will not be published. Required fields are marked *

12 + 2 =